Sunday, July 4, 2021

ଏହି ୭ ଟି ଜିଲ୍ଲା ରେ ଘଡଘଡି ସହ ପ୍ରବଳ ବର୍ଷିବ

 

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ହେବାର ଆଶଙ୍କା ରହିଛି।ଏହି ସବୁ ସ୍ଥାନ ଗୁଡିକ ମଧ୍ୟରୁ ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷିବାର ଅନୁମାନ କରାଯାଉଛି।

ଓଡ଼ିଶାର ମୟୁରଭଞ୍ଜ, ବାଲେଶ୍ବର, କେନ୍ଦୁଝର,ଗଂଜାମ, କଳାହାଣ୍ଡି, ବୌଦ୍ଧ ଓ କନ୍ଧମାଳ ଏହି ୭ ଟି ଜିଲ୍ଲାରେ ପାଣିପାଗ ବିଭାଗ ପକ୍ଷରୁ ୟଲ ଉଆର୍ନିଂ ଜାରି କରାଯାଇଛି

ଏହି ଜିଲ୍ଲାର ଜିଲ୍ଲାପାଳ ମାନଙ୍କୁ ସମସ୍ତ ବିପଦ ପ୍ରତି ସଚେତନ ରହିବାକୁ ନିର୍ଦେଶ ଦିଆଯାଇଛି।

2 comments:

ନାଗପୁର ଦଙ୍ଗା ପାଇଁ ଛାବା ଫିଲ୍ମ କୁ ଦାୟୀ କଲେ ମୌଲାନା

 ଭୁବନେଶ୍ୱର :- ଗତ ମାର୍ଚ୍ଚ ୧୭ ତାରିଖରେ ନାଗପୁର ଠାରେ ସୃଷ୍ଟି ହୋଇଥିବା ଆଇନ ଶୃଙ୍ଖଳ ପରିସ୍ଥିତି ପାଇଁ ମୁଖ୍ୟ ରୂପରେ ବୋଲିଉଡ଼ ଫିଲ୍ମ "ଛାବା" ହିଁ ଦାୟୀ...